ହୋଲି କଟକଣା: ରାସାୟନିକ ରଙ୍ଗ ବିକିଲେ ଫସିବେ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : କଟକ ସହରରେ ହୋଲିରେ କୌଣସି ବ୍ୟବସାୟୀ ରାସାୟନିକ ରଙ୍ଗ ବ୍ୟବହାର କରିପାରିବେ ନାହିଁ। କେବଳ ହର୍ବାଲ୍ ରଙ୍ଗ ବ୍ୟବହାର କରିବେ। କେହି ବ୍ୟବସାୟୀ ନିୟମ ଭାଙ୍ଗିଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପୁଲିସ ଚେତାବନୀ ଦେଇଛି। ସୂଚନା […]









