ଅବହେଳିତ ଭକ୍ତକବି ଦୀନକୃଷ୍ଣଙ୍କ ଜନ୍ମପୀଠ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଜଳେଶ୍ୱର (ସତ୍ୟବ୍ରତ ପ୍ରଧାନ): ଉତ୍କଳର ବରପୁତ୍ର ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲ୍ଲାର ସୁଆଣ୍ଡୋକୁ ମୁଖ୍ୟମନ୍ତ୍ରୀ ନୂଆ ପରିଚୟ ଦେଇଛନ୍ତି। ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି, ସ୍ମାରକୀ ସଂଗ୍ରହାଳୟ, ପାର୍କ, ଷଠିଘର ତଥା ପର୍ଯ୍ୟଟକଙ୍କ ସୁବିଧା […]









