ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ: ରାଜ୍ୟପାଳଙ୍କ ଅଭିଭାଷଣକୁ ବର୍ଜନ କଲେ ବିରୋଧୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ୱର: ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା। ବିଧାନସଭାରେ ସର୍ବପ୍ରଥମେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ […]









