ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କଲେ ପଡ଼ୋଶୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୟାଗଡ଼: ପଡ଼ୋଶୀ ଠେଙ୍ଗାରେ ପିଟିପିଟି ଜଣେ ଯୁବକଙ୍କୁ ହତ୍ୟା କରିଥିବାର ଖବର ମିଳିଛି। ଏହି ଘଟଣାରେ ମୃତକର ସାନଭାଇ ଆହତ ହୋଇଛି। ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଧୀନ କାଦୁଆପଡ଼ା ଗାଁରେ। ସୂଚନା ଅନୁଯାୟୀ, କାଦୁଆପଡ଼ା ଗାଁର […]









