ଗୋପାଳପୁର-ସମ୍ବଲପୁର ରେଳପଥ: କାମ ଆଗେଇଲା, ଆଶା ବଢ଼ିଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବ୍ରହ୍ମପୁର : ବହୁ ପ୍ରତୀକ୍ଷିତ ଗୋପାଳପୁର-ସମ୍ବଲପୁର ରେଳପଥ କାମ ଶେଷରେ ଆଗେଇଛି। ଓରିଡିଏଲ୍ (ଓଡ଼ିଶା ରେଳ ଭିତ୍ତିଭୂମି ବିକାଶ ଲିମିଟେଡ୍) ତରଫରୁ ଚୂଡ଼ାନ୍ତ ଲୋକେସନ୍ ସର୍ଭେ ବା ସ୍ଥଳ ସର୍ବେକ୍ଷଣ କାମ ଆରମ୍ଭ ହୋଇଛି। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ଗୋପାଳପୁର ବନ୍ଦରଠାରୁ […]









