ଘରୋଇ ସ୍କୁଲରେ ପଢ଼ିବେ ଗରିବ ପିଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଘରୋଇ ଓଡ଼ିଆ/ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଢ଼ିପାରିବେ ଗରିବ ପିଲା। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପାରଦର୍ଶୀ ପୋର୍ଟାଲ www.rteparadarshi.odisha.gov.in ଖୋଲାଯାଇଛି। ଆଗ୍ରହୀ ଯୋଗ୍ୟ ଅଭିଭାବକ ସେମାନଙ୍କ ପିଲାଙ୍କ ନାମଲେଖା ଲାଗି ଫେବ୍ରୁଆରି ୧୩ରୁ ମାର୍ଚ୍ଚ ୧୬ […]









