ରାଷ୍ଟ୍ରପତିଙ୍କୁ ଭେଟିଲେ ଅଲ୍ ଓଡ଼ିଶା ଲୟର୍ସ ଆସୋସିଏସନ୍ କର୍ମକର୍ତ୍ତା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର/ବ୍ରହ୍ମପୁର: ରାଜ୍ୟର ୫୦ ହଜାରରୁ ଊର୍ଦ୍ଧ୍ବ ଆଇନଜୀବୀଙ୍କ ସ୍ବାର୍ଥକୁ ସୁରକ୍ଷା ଦେବା ଉଦ୍ଦେଶ୍ୟ ନେଇ ଗଠିତ ହୋଇଥିବା ଅଲ୍ ଓଡ଼ିଶା ଲୟର୍ସ ଆସୋସିଏସନ୍(ଓଲା)ର କର୍ମକର୍ତ୍ତାମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଗତ ୧୦ ତାରିଖ ଦିନ […]









