ବଜେଟ୍ ଆକାର ୧୫% ବଢ଼ିଲା, ୨ ଲକ୍ଷ ୩୦ ହଜାର କୋଟିର ଅଟକଳ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଆସନ୍ତା ୨୧ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ୨୪ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ। ଆଜି ଏହି ଚିଠା ବଜେଟ୍ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ର ଅନୁମୋଦନ ଲାଭ କରିଛି। […]









