ଜେଇଇ ମେନ୍ରେ ଆଦର୍ଶ ବିଦ୍ୟାଳୟର ସଫଳତା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଯୁଗ୍ମ ପ୍ରବେଶିକ ପରୀକ୍ଷା(ଜେଇଇ ମେନ୍)ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ୩୫ ଛାତ୍ରଛାତ୍ରୀ ୮୦ ପର୍ସେଣ୍ଟାଇଲ୍ରୁ ଅଧିକ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା […]









