ଆଜି ଆସୁଛନ୍ତି ରାଷ୍ଟ୍ରପତି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଶୁକ୍ରବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଭୁବନେଶ୍ବରରେ ୪୦ ପ୍ଲାଟୁନ୍ ପୁଲିସ ମୁତୟନ କରାଯାଇଛି। ସେହିପରି ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଭାବେ ୫ପ୍ଲାଟୁନ୍ ପୁଲିସ୍ ନିୟୋଜିତ ହୋଇଛନ୍ତି। ସେହିପରି […]









