ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳପଥ ପ୍ରକଳ୍ପ: ଗତ ଦଶନ୍ଧିରେ ବଜେଟର ଅଧା ବି ଖର୍ଚ୍ଚହୋଇନି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବଲାଙ୍ଗୀର : ଚଳିତ ବଜେଟରେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ପାଇଁ ରେକର୍ଡ ପରିମାଣ ଅର୍ଥ ୧୫୯୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଗତ ଆର୍ଥିକ ବର୍ଷ ତଥା ୨୦୨୨–୨୩ ବଜେଟରେ ୮୯୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିଲା ଓ ୨୦୨୧–୨୨ […]









