ବନବିଭାଗ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ: ବଡ଼ମ୍ବା ରେଞ୍ଜରଙ୍କୁ ଉଠାଇନେଲା ପୁଲିସ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: ବନବିଭାଗର ହେପାଜତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ପୁଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ଜଣଙ୍କୁ ଉଠାଇନେଇଥିବାର ଖବର ମିଳିଛି। ଏମାନଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କିଛି ଦିନ ତଳେ ବଡ଼ମ୍ବା ଏବଂ […]









