ବିଶ୍ବପ୍ରସିଦ୍ଧ ଯୋରନ୍ଦା ମେଳା ଆଜି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଯୋରନ୍ଦା : ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦିରେ ୧୫୦ ତମ ଯୋରନ୍ଦା ମେଳା ବା ପ୍ରଭୁ ପୂର୍ଣ୍ଣିମା ଉତ୍ସବ ଆଜି ଆରମ୍ଭ ହେବ। ସେଥିପାଇଁ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ପ୍ରଶାସନ ସମେତ ସାଧୁସମାଜ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। […]









