ପହିଲାରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା: ପୁଣି ପ୍ରଶ୍ନପତ୍ର ଢାଞ୍ଚା ପଠାଇଲା ପରିଷଦ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଫେବ୍ରୁଆରି ପହିଲାରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା। ଏଥିଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାସରିଛି। ତେବେ ପରୀକ୍ଷାର ପ୍ରଶ୍ନପତ୍ର ଢାଞ୍ଚାକୁ […]









