ନାବାଳିକାଙ୍କୁ ଗଣଦୁଷ୍କର୍ମ: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଯାଜପୁର: ଗତକାଲି ରାତିରେ ଯାଜପୁରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଛି। ଏଥି ସହିତ ତାଙ୍କୁ ଆକ୍ରମଣ କରିଥିବା ପ୍ରାଥମିକ ସୂଚନା ରହିଛି। ସୂଚନା ଅନୁସାରେ କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର […]









