୧୦ ବର୍ଷରେ ଆଧାରକାର୍ଡ ଅପ୍ଡେଟ୍ ଜରୁରି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ : ଆଧାର କାର୍ଡ ଅପଡେଟ୍ କରିବା ଜରୁରୀ। ପ୍ରତ୍ୟେକ ୧୦ ବର୍ଷ ଅନ୍ତରରେ ଆଧାରକାର୍ଡ ଅପଡେଟ କରିବା ନେଇ ନିୟମ ରଖାଯାଇଛି। ପୁରୀରେ ଏନଇ ବ୍ୟାପକ ସଚେତନତା ମାଧ୍ୟମରେ ଏହାକୁ ସଫଳ କରିବାକୁ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ […]









