ଆଇକନିକ୍ ସପ୍ତାହ ପାଳନ: ନେତାଜୀଙ୍କ ଜନ୍ମସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାନୁଆରି ୧୭ରୁ ୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ ପାଳନ କରାଯାଉଛି। […]









