୧୯୧ ଆଇନଜୀବୀଙ୍କୁ ସୁପ୍ରିମକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ଓଡ଼ିଶାର ୧୯୧ ଜଣ ଆଇନଜୀବୀଙ୍କୁ ସୁପ୍ରିମକୋର୍ଟ ଅଦାଲତ ଅବମାନନା ନୋଟିସ ଜାରି କରିଛନ୍ତି। ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ଦାବିକୁ ନେଇ ଏହି ଓକିଲମାନେ ଆନ୍ଦୋଳନ, ପିକେଟିଂ ଓ ପ୍ରତିବାଦରେ ସାମିଲ ହୋଇଥିଲେ। ଅଦାଲତ ଅବମାନନା ନୋଟିସ ସମ୍ବନ୍ଧିତ […]









