ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ୨୦୨୩-୨୪ ଶିକ୍ଷାବର୍ଷ ଆଜି (ସୋମବାର)ଠାରୁ ଆରମ୍ଭ ହେବ। କୋଭିଡ୍ ପୂର୍ବବର୍ତ୍ତୀ ସମୟରେ ଯେଉଁଭଳି ପାଠପଢ଼ା ହେଉଥିଲା ପୁଣିଥରେ ସେଭଳି ଢାଞ୍ଚାରେ ଚାଲିବ। ଏବେ ପୂର୍ବାହ୍ନ ୧୦ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ ହେବ। ସପ୍ତାହକୁ କେତୋଟି […]









