ରେଶମ ସହରରେ ବେଧଡକ ଚାଲିଛି ସେକ୍ସ ରାକେଟ: ଗେଷ୍ଟ ହାଉସରେ ଚଢ଼ଉରେ ୩ ଯୁବତୀ ଉଦ୍ଧାର, ୧୦ ଅଟକ
ବ୍ରହ୍ମପୁର ୦୧/୧୧: ବ୍ରହ୍ମପୁରରେ ପୁଣି ଠାବ ହୋଇଛି ସେକ୍ସ ରାକେଟ୍ । ଟାଟାବେଞ୍ଜ ଛକ ନିକଟସ୍ଥ ତୁଳସୀ ଗେଷ୍ଟ ହାଉସରେ ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ପୁଲିସ ପକ୍ଷରୁ ଚଢ଼ଉ କରାଯାଇ ସେଠାରୁ ୩ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଥିଲା । ଏହା ସହିତ ଅନ୍ୟ ୧୦ ଜଣ ଯୁବକଙ୍କୁ ଅଟକ ରଖାଯାଇଛି । ଏଠାରେ ଅନେକ ଦିନ ହେବ ସେକ୍ସ ରାକେଟ ଚାଲୁଥିବା ନେଇ ଖବର ମିଳିବା ପରେ ବ୍ରହ୍ମପୁର ଏସ୍ପି ସର୍ବଣା ବିବେକ ଏମ ସେଠାରେ […]


