ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
ରାଉରକେଲା ୨୭।୦୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ମଙ୍ଗଳବାର ଦିନ ସକାଳୁ ଘର ଖୋଲିବା ବେଳେ ତାଙ୍କର ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା । ବେକରେ […]