ନକଲି ଔଷଧ କାରବାର ଘଟଣା, ରିମାଣ୍ଡରେ ୨ ଅଭିଯୁକ୍ତ
କଟକ ୨୫।୦୯ : ନକଲି ଔଷଧ ଵ୍ୟଵସାୟ କାରବାର ଘଟଣା । ଗୟାରୁ ଗିରଫ ଦୁଇ ଅଭିଯୁକ୍ତଙ୍କୁ ଧରି କଟକରେ ପହଞ୍ଚିଲା ପୋଲିସ । ଶନିବାର ଦିନ ଵିହାରର ଗୟାରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ । ଏବେ ଦୁଇ ଅଭିଯୁକ୍ତଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣିଛି କଟକ ପୋଲିସ । ଖବର ଅନୁଯାୟୀ, କିଛି ଦିନ ତଳେ ଓଡିଶାରେ ନକଲି ଔଷଧ କାରବାର ନେଇ ସୂଚନା ପାଇଥିଲା ପୋଲିସ । ଏହାପରେ ବିଭିନ୍ନ ସ୍ଥାନରେ ଚଢାଉ […]