କାର୍ତ୍ତିକ ମାସରେ ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ
ପୁରୀ : ଆସନ୍ତା କାର୍ତ୍ତିକ ମାସରେ ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ପଡ଼ୁଛି। ଏହି ସମୟରେ ପାକତ୍ୟାଗ ଓ ହାଣ୍ଡିଛାଡ଼ ଥିବାରୁ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହେବ। ଏଣୁ ଏହିଦିନ ବିଳମ୍ବିତ ନୀତିକାନ୍ତି ପାଇଁ ଭକ୍ତଙ୍କ ଦର୍ଶନ ବି ବିଳମ୍ବିତ ହେବ। ଆଜି ଛତିଶାନିଯୋଗ ବୈଠକରେ ଏସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି। ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣରେ କେଉଁ ସମୟରେ ନୀତିକାନ୍ତି ଅନୁଷ୍ଠିତ ହେବ, ତାହା ଚୂଡ଼ାନ୍ତ ହୋଇଛି। ଅକ୍ଟୋବର ୨୫ ତାରିଖରେ କେତୁଗ୍ରସ୍ତ ଖଣ୍ଡ ଗ୍ରାସ ସୂର୍ଯ୍ୟପରାଗ […]