ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଛୁରାମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ପୁରୁଷୋତ୍ତମପୁର ୯।୮: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ମେରୁବନ୍ଧ ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଛୁରାମାଡରେ ଅନିରୁଦ୍ଧ ନାୟକ ନାମକ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଅନିରୁଦ୍ଧ ଖାଇସାରି ଘର ବାହାରେ ବୁଲୁଥିବା ସମୟରେ ସେହି ସାହିର ସାଗର ମାଝୀ ନାମକ ଯୁବକ ଏକ ଅଟୋରେ ଲୁଚି […]