ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ବେଆଇନ ଭାବେ ଚାଲିଥିଲା ବାଲି ଚାଲାଣ, ଗ୍ରାମବାସୀଙ୍କ ଦ୍ବାରା ୮ଟି ହାଇଓ୍ବା ଜବତ

କରଞ୍ଜିଆ ୨୯।୭: ବାରମ୍ବାର ଅଭିଯୋଗ ପରେ ବି ସ୍ଥାନୀୟ ପ୍ରଶାସନ କିମ୍ବା ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ନହେବାରୁ ଆକ୍ସନ ମୋଡ଼ରେ ଗ୍ରାମବାସୀ । ବେଆଇନ ବାଲି ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ଵାରା ୮ଟି ହାଇୱା ଗାଡି ଜବତ ହୋଇଛି । ସୂଚନାଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ବ୍ଲକ୍ ଅନ୍ତର୍ଗତ ଓଡିଶା ଓ ଝାଡଖଣ୍ଡ ସୀମାରେ ଥିବା କଙ୍ଗିରା ନଦୀର ଜବାସାହି ନିକଟରୁ ବେଆଇନ ଭାବେ ବାଲି ଚାଲାଣ ବେଳେ ଜବତ କରିଛନ୍ତି […]

ଅପରାଧ ରାଜ୍ୟ

ବଡ ଭାଇଙ୍କ ମୃତ୍ୟୁ ପରେ ବିଷ ପିଇ ଦେଇଥିଲେ ସାନ ଭାଇ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ପାଟଣାଗଡ଼ ୨୯।୭: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡର ବେଲପଡା ବ୍ଲକ୍ ଅନ୍ତର୍ଗତ କୁମାରଖୋନ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଡ ଭାଇର ମୃତ୍ୟୁ ପରେ ବିଷ ପିଇ ଦେଇଥିବା ସାନ ଭାଇର ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, ଗୁରୁବାର କୁମାରଖୋନ ଗାଁର ଦୀପକ ପୁଟେଲ ଗାଁ ନିକଟରେ ଥିବା ଛେଳିଆ ଡ୍ୟାମକୁ ମାଛ ମାରିବାକୁ ଯାଇଥିଲେ । ମାଛ ମାରିବାକୁ ଯାଇ ଆଉ ଘରକୁ ଫେରି ନଥିଲେ ଦୀପକ । ତେବେ ଡ୍ୟାମରେ […]

ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ରାମଚନ୍ଦ୍ରପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା : ବାପାଙ୍କ ପରେ ଏବେ ପୁଅର ବି ଚାଲିଗଲା ଜୀବନ

ବ୍ରହ୍ମପୁର ୨୯।୦୭ : ଗଞ୍ଜାମ ଜିଲ୍ଲା ଗୋପାଳପୁର ରାମଚନ୍ଦ୍ରପୁରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା । ବାପାଙ୍କ ପରେ ଏବେ ପୁଅଙ୍କର ବି ଚାଲିଗଲା ଜୀବନ । ମୃତକଙ୍କ ନାମ ଅଶୋକ ନାୟକ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଗତ ୨୨ ତାରିଖରେ ଘର ଭିତରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା । ଏଥିରେ ବାପା-ପୁଅ ଗୁରୁତର ହୋଇଥିଲା । ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ୨୫ ତାରିଖ ଦିନ […]

ଦେଶ ବିଦେଶ ମନୋରଞ୍ଜନ

କାହିଁକି ଅଲଗା ହେଲେ ଟାଇଗର-ଦିଶା ? ସାମ୍ନାକୁ ଆସିଲା ବ୍ରେକଅପ୍‌ର କାରଣ…

ମୁମ୍ବାଇ ୨୯।୦୭: ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ବ୍ରେକ୍‌ଅପ୍‌ ତାଙ୍କ ଫ୍ୟାନ୍ସଙ୍କ ମନକୁ ଭାଙ୍ଗି ଦେଇଛି। ଦୀର୍ଘ ୬ ବର୍ଷ ଧରି ଡେଟ୍‌ କରିବା ପରେ ହଠାତ୍‌ ଅଲଗା ହେବାର ନିଷ୍ପତ୍ତି କାହିଁକି ନେଲେ । ଏହାର କାରଣ ଜାଣିବାକୁ ଚେଷ୍ଟା କରୁଛନ୍ତି ତାଙ୍କ ପ୍ରଶଂସକ । ବର୍ତ୍ତମାନ ସେମାନଙ୍କର ବ୍ରେକଅପ୍ ହେବାର କାରଣ ମଧ୍ୟ ସାମ୍ନାକୁ ଆସିଛି । କୁହାଯାଉଛି ଯେ ଉଭୟଙ୍କ ବ୍ରେକଅପ୍ ବିବାହ ଯୋଗୁଁ ହୋଇଛି । ଟାଇଗର ଏବଂ ଦିଶାଙ୍କ […]

ଦେଶ ବିଦେଶ ମନୋରଞ୍ଜନ

ଛାଡପତ୍ର ପରେ ନୂଆ ଘର କିଣିଲେ ସାମନ୍ଥା, ପୂର୍ବ ସ୍ଵାମୀ ନାଗାଙ୍କ ସହ ରହିଛି କନେକ୍ସନ୍

ମୁମ୍ବାଇ ୨୯।୦୭: ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୃଙ୍କ ନାମ ଏବେ ସେହି ଅଭିନେତ୍ରୀମାନଙ୍କ ତାଲିକାରେ ସାମିଲ୍‌ ହୋଇଛି। ଯିଏ ଅଳ୍ପ ସମୟରେ ଏକ ବଡ଼ ସ୍ଥାନ ସୃଷ୍ଟି କରିଛନ୍ତି । ସୋସିଆଲ ମିଡିଆ ଷ୍ଟାରଡମ୍ ହେଉ କିମ୍ବା ଦକ୍ଷ ଅଭିନୟ ତାଙ୍କ ଚମତ୍କାରତା ସବୁଆଡେ ଘୁରି ବୁଲୁଛି। ସାମନ୍ଥା ତାଙ୍କ ବୃତ୍ତିଗତ ଅପେକ୍ଷା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖୁବ୍‌ ଆଲୋଚନାରେ ରୁହନ୍ତି। ଏହି ସମୟରେ ତାଙ୍କୁ ନେଇ ଏକ ବଡ ଅପଡେଟ୍‌ ସାମ୍ନାକୁ ଆସୁଛି । […]

ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ, ଗିରଫ କରିପାରେ ଦିଲ୍ଲୀ ପୋଲିସ

କଟକ ୨୯।୦୭: ବଢିଲା ବର୍ଷା ପ୍ରିୟଦର୍ଶିନୀଙ୍କ ଅଡୁଆ । ବର୍ଷାଙ୍କୁ ଗିରଫ କରିପାରେ ଦିଲ୍ଲୀ ପୋଲିସ । ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସର ସମନ । ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିବା ଚର୍ଚ୍ଚା । ଖବର ଅନୁଯାୟୀ, ୨୦୧୯ ଜୁଲାଇ ୯ ତାରିଖର ମାମଲା ୨୦୨୨ ଜୁଲାଇରେ ଦିଲ୍ଲୀ ପୋଲିସ ପଞ୍ଜିକୃତ କରିବା ପରେ ଏବେ ବର୍ଷାଙ୍କ ଅଡୁଆ ବଢିଛି […]

ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୨୦୪୦୯ କରୋନା ପଜିଟିଭ୍

ନୂଆଦିଲ୍ଲୀ ୨୯/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ […]

ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା କୁକୁଡ଼ା ବୋଝଇ ପିକଅପ୍ ଭ୍ୟାନ୍, ଜଣଙ୍କର ମୃତ୍ୟୁ

ଭୋଗରାଇ ୨୯।୭: ବାଇକ୍‌କୁ ଧକ୍କା ଦେଲା କୁକୁଡା ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ପୋଲସ ଗାଡିଟିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗ ନମ୍ବର ଥିବା ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଦେଉଳାରୁ ଥାନା ଛକ ଅଭିମୁଖେ ଆସୁଥିବା ବେଳେ ଆଗରେ ଯାଉଥିବା ବାଇକ୍‌କୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ଆହତ ହୋଇଥିଲେ । ପିକଅପ୍ […]

ଅପରାଧ ରାଜ୍ୟ

ହତ୍ୟା ନା ଆତ୍ମହତ୍ୟା ? ଯୁବତୀଙ୍କ ଘର ଆଗରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ରାଉରକେଲା ୨୯।୦୭ : ହତ୍ୟା ନା ଆତ୍ମହତ୍ୟା । ଯୁବତୀଙ୍କ ଘର ଆଗରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ । ରାଉରେକଲା ସେକ୍ଟର-୧୬ ଶିବାଜୀ ନଗର ବସ୍ତିରେ ଏପରି ଘଟଣା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଶୁକ୍ରବାର ଦିନ ସେକ୍ଟର ଶିବାଜୀ ନଗର ବସ୍ତିର ଏହି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଜଣେ ଯୁବତୀଙ୍କ ଘରେ ଆଗରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି […]

ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା କୁକୁଡ଼ା ବୋଝଇ ପିକଅପ୍ ଭ୍ୟାନ୍, ଜଣଙ୍କର ମୃତ୍ୟୁ

ଭୋଗରାଇ ୨୯।୭: ବାଇକ୍‌କୁ ଧକ୍କା ଦେଲା କୁକୁଡା ବୋଝେଇ ପିକଅପ୍ ଭ୍ୟାନ୍ । ଦୁର୍ଘଟଣା ଫଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ପୋଲସ ଗାଡିଟିକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗ ନମ୍ବର ଥିବା ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଦେଉଳାରୁ ଥାନା ଛକ ଅଭିମୁଖେ ଆସୁଥିବା ବେଳେ ଆଗରେ ଯାଉଥିବା ବାଇକ୍‌କୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ଆହତ ହୋଇଥିଲେ । ପିକଅପ୍ […]