କନ୍ଧମାଳରେ ବଢୁଛି କରୋନା ସଂକ୍ରମଣ, ୨୪ଘଣ୍ଟାରେ ୧୩ ପଜିଟିଭ୍ ଚିହ୍ନଟ
ଫୁଲବାଣୀ ୨୨।୭: କନ୍ଧମାଳ ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଜିଲ୍ଲାରୁ ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ୍ ପଜିଟିଭ୍ଙ୍କ ସଂଖ୍ୟା ପ୍ରାୟ ୫୦ରେ ପହଞ୍ଚିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି କଟକଣା ନଥିବାରୁ ମାସ୍କ ପିନ୍ଧିବା, ସାମାଜିକ ଦୂରତା କଥା ସମସ୍ତେ ଭୁଲିଗଲେଣି । କେହି ବି କରୋନା କଟକଣା ମାନୁନାହାନ୍ତି l କାଁ ଭାଁ କିଏ କେମିତି ମାସ୍କ ପିନ୍ଧୁଥିବା ଦେଖାଯାଉଛି l ଫଳରେ ସଂକ୍ରମିତଙ୍କ […]