ଦୁବାଇ ଟିକେଟ ବିକ୍ରି ଆରମ୍ଭ. ମେ’ ୧୫ରୁ ଦୁବାଇକୁ ଉଡ଼ିବ ବିମାନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ମେ’ ୧୫ରୁ ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ ହେବ। ଏଥିପାଇଁ ଓଡ଼ିଶା ଦିବସରୁ ଏହାର ଟିକେଟ ବିକ୍ରି ଆରମ୍ଭ ହୋଇଛି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଗୋଟିଏ ପାର୍ଶ୍ବ ଯାତ୍ରା […]









