ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ: ବର୍ଷକ ପାଇଁ ଯୋଜନା କର
କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ ଭୁବନେଶ୍ୱର : ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ ଶିକ୍ଷା ବିଭାଗକୁ ସୁବ୍ୟବସ୍ଥିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଆଶ୍ବଥୀ ଏସ୍ ଆହ୍ୱାନ ଦେଇଛନ୍ତି। ବ୍ରହ୍ମପୁର ଜୋନ୍ର ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ଓ ବ୍ଲକ ଶିକ୍ଷା […]









