ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁ ମୃତ୍ୟୁ ମାମଲା: କିଏ ସେ ଓସିଏ କର୍ତ୍ତୃପକ୍ଷ? ପ୍ରଶ୍ନ କଲା ବିଜେପି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ ଭୁବନେଶ୍ବର : ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁ ମୃତ୍ୟୁ ମାମଲାରେ ବିଜେପି ରବିବାର ଦିନ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି। ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ରାଜ୍ୟରେ ଖେଳକୁ ପ୍ରୋତ୍ସହନ ଦେଉଥିବା […]









