ଉତ୍ତରା ପବନ ଦୁର୍ବଳ, ୩ ଦିନରେ କମିବ ୩ ଡିଗ୍ରି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଧୀରେ ଧୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଢ଼ିବାରେ ଲାଗିଛି। ତଥାପି ରାଜ୍ୟରେ ପ୍ରବଳ ଶୀତ ଜାରି ରହିଛି। ପାରଦ ପ୍ରାୟ ଅଢ଼େଇ ଡିଗ୍ରି ଯାଏ ବଢ଼ିଥିବା ବେଳେ ସେମିଳିଗୁଡ଼ାଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୫ ଡିଗ୍ରି ରେକର୍ଡ ହୋଇଛି। ଦୁର୍ବଳ […]









