ଜୁନ୍ ୩ରୁ ଭୁବନେଶ୍ବରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍କୁ ବିମାନ
ଭୁବନେଶ୍ବର: ଜୁନ୍ ୩ରୁ ଭୁବନେଶ୍ବରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍କୁ ବିମାନ ଉଡ଼ାଣ ଆରମ୍ଭ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ମେ ୧୫ରେ ଭୁବନେଶ୍ବରରୁ ଦୁବାଇକୁ ବିମାନ ଉଡ଼ାଣ କରିବା ନେଇ ଟିକେଟ୍ ବୁକିଂ ଆରମ୍ଭ କରିଥିବାବେଳେ ଖୁବ୍ ଶୀଘ୍ର ସିଙ୍ଗାପୁର ଓ ବ୍ୟାଙ୍କକ୍ ନେଇ ବୁକିଂ ଆରମ୍ଭ କରିବ ବୋଲି ଜଣାପଡ଼ିଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନଙ୍କ ସୂଚନା ଅନୁଯାୟୀ, ଇଣ୍ଡିଗୋ ବିମାନ ଜୁନ୍ ୩ରୁ ସପ୍ତାହକୁ ଦୁଇଦିନ ଲେଖାଏ ଭୁବନେଶ୍ବରରୁ ସିଙ୍ଗାପୁର […]









