ବୁଦ୍ଧ ଚେତନା ଚିରନ୍ତନ: ପ୍ରଧାନମନ୍ତ୍ରୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ଦିଲ୍ଲୀରରେ ଗୁରୁବାର ଦୁଇଦିନିଆ ବୈଶ୍ୱିକ ବୌଦ୍ଧ ଶିଖର ସମ୍ମିଳନୀର ଉଦ୍ଘାଟନ ହୋଇଛି। ସଂସ୍କୃତି ମନ୍ତ୍ରଣାଳୟ, ଆନ୍ତର୍ଜାତିକ ବୌଦ୍ଧ ମହାସଂଘ ସମନ୍ୱୟରେ ଏହି ଦୁଇଦିନିଆ ଶିଖର ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ସେଠାରେ ଆୟୋଜିତ ଫଟୋ […]









