୧୬ ଯାଏ ସ୍କୁଲ୍, ଅଙ୍ଗନବାଡ଼ି ବନ୍ଦ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ୧୨ ତାରିଖ ଠାରୁ ୧୬ ତାରିଖ ଯାଏ ବନ୍ଦ ରହିବ। ଉଭୟ ସରକାରୀ ଓ ବେସରକାରୀ ସ୍କୁଲ୍ର ଦଶମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ୍ ବନ୍ଦ […]









