ପ୍ରଧାନ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ହିନ୍ଦୋଳ: ପ୍ରଧାନ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ ମଲ୍ଲିକ। ଭିଜିଲାନ୍ସ ପକ୍ଷରୁ ଆଜି ଏକକାଳୀନ ୩ଟି ସ୍ଥାନରେ ଚଢ଼ଉ କରାଯାଉଥିବା ଜଣାଯାଇଛି। ତାଙ୍କର ଭଦ୍ରକ ଓ ହିନ୍ଦୋଳ ଘରୁ ନଗଦ ୧୧.୯୨ […]









