ବାର୍ହା ଶିକାର ଲାଗି ଚାଲିଗଲା ଜୀବନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପର୍ଜଙ୍ଗ : ବାର୍ହା ଶିକାର ପାଇଁ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଶିକାରୀମାନେ ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ପୋତି ଦେଇଥିଲେ। ଏହି ଘଟଣାର ସାତ ମାସ ପରେ ଶିକାରୀଙ୍କ ମଧ୍ୟରୁ ଜଣେ ନିଶାସକ୍ତ […]









