କର୍ଣ୍ଣାଟକ ନିର୍ବାଚନ ପାଇଁ ବିଗୁଲ୍ ବାଜିଲା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ୨୦୨୩ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଦିନ ଭାରତର ନିର୍ବାଚନ କମିସନ ତାରିଖ ଘୋଷଣା କରିଛନ୍ତି। ମେ ୧୦ ତାରିଖ ଦିନ ଗୋଟିଏ ପର୍ଯ୍ୟାୟରେ ରାଜ୍ୟର ସମସ୍ତ ଆସନରେ ଭୋଟ୍ ଗ୍ରହଣ ହେବ ଏବଂ ମେ ୧୩ […]









