ଏସ୍ସିଓ ବୈଠକରେ ଚୀନ୍କୁ ଡୋଭାଲଙ୍କ କଡ଼ା ବାର୍ତ୍ତା: ଏକପାଖିଆ ସାମରିକ ପ୍ରଭୁତ୍ବ ଦେଖାଇବା ଅନୁଚିତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ବୈଠକରେ ବୁଧବାର ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଚୀନ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ସଂଗଠନର ପ୍ରତ୍ୟେକ ସଦସ୍ୟ ଅନ୍ୟ ରାଷ୍ଟ୍ରର ଆଞ୍ଚଳିକ ଅଖଣ୍ଡତା ପ୍ରତି ସମ୍ମାନ ଦେବା […]









