ଜାତୀୟ ସଙ୍ଗୀତ ମାମଲା: ମମତା ବାନାର୍ଜୀଙ୍କୁ ଆଶ୍ବସ୍ତି ଦେବାକୁ ଅଗ୍ରାହ୍ୟ କଲେ ମୁମ୍ବାଇ ହାଇକୋର୍ଟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ମୁମ୍ବାଇ: ୨୦୨୨ ଜାତୀୟ ସଙ୍ଗୀତ ମାମଲାରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କୌଣସି ପ୍ରକାରର ଆଶ୍ବସ୍ତି ଦେବାକୁ ଆଜି ମୁମ୍ବାଇ ହୋଇକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ୨୦୨୨ରେ ଜାତୀୟ ସଙ୍ଗୀତ ପ୍ରତି ଅସମ୍ମାନ ପ୍ରଦର୍ଶନ କରିଥିଲେ ବୋଲି ଅଭିଯୋଗ କରି ତାଙ୍କ ବିରୋଧରେ […]









