୨୬ରେ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତା ୨୬ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅମିତ ଶାହ ଏହି ଗସ୍ତରେ ଭଦ୍ରକରେ ଏକ ସାଧାରଣ ସଭାରେ ସମ୍ବୋଧନ କରିବାର […]









