ମାଓବାଦୀଙ୍କ ଭଳି ବର୍ବରକାଣ୍ଡ: ଗାଁ ସଭାପତିଙ୍କୁ ଇଞ୍ଜେକ୍ସନ୍ ଦେଇ ହତ୍ୟା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଅନୁଗୁଳ : ଅନୁଗୁଳ ସଦର ଥାନା ଆମ୍ବପାଳ ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। କୁକୁଡ଼ା ଫାର୍ମରେ ଶୋଇଥିବା ବେଳେ ଗାଁ ସଭାପତିଙ୍କୁ ବିଷ ଇଞ୍ଜେକ୍ସନ୍ ଦେଇ ଦୁର୍ବୃତ୍ତମାନେ ହତ୍ୟା କରିଛନ୍ତି। କେବଳ ଏହିଭଳି ଅମାନୁଷିକ ଘଟଣା ଘଟାଇ ନାହାନ୍ତି, ହତ୍ୟାକାଣ୍ଡ […]









