ଜଙ୍ଗଲୀ ଜନ୍ତୁଙ୍କ ଗତିବିଧି ନେଇ ମିଳିବ ଆଗୁଆ ସୂଚନା: ସୁରକ୍ଷା କରିଡର ସୁଦୃଢ଼ କରାଯିବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଜନବସତି ମଧ୍ୟରେ ଜଙ୍ଗଲୀ ଜନ୍ତୁଙ୍କ ଉପଦ୍ରବ ରୋକିବା ନିମନ୍ତେ ରାଜ୍ୟ ସରକାର ଲକ୍ଷ୍ୟଭେଦୀ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ସଂପୃକ୍ତ ଅଞ୍ଚଳରେ ଜନଜୀବନ ରକ୍ଷା ସହ ଜୀବଜନ୍ତୁଙ୍କ ସୁରକ୍ଷା ଉପରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଏପରିକି ଜଙ୍ଗଲୀ ଜନ୍ତୁଙ୍କ ଗତିବିଧି […]









