ଏ ବର୍ଷ ସିଟି ନାମଲେଖା : ସିବିଟି ପାଇଁ ୩୦ ଜିଲ୍ଲାରେ ହେବ ପରୀକ୍ଷା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ୨୦୨୩-୨୪ ଶିକ୍ଷାବର୍ଷରେ ଡିପ୍ଲେମା ଇନ୍ ଏଲିମେଣ୍ଟାରି ଏଜୁକେସନ (ଡିଇଏଲ୍ଇଡି) ତଥା ସିଟି ପାଠ୍ୟକ୍ରମରେ ନାମଲେଖା ହେବ। ଦୁଇ ବର୍ଷ ଧରି ବନ୍ଦ ରହିବା ପରେ ଏଥର ପୁଣିଥରେ ନାମଲେଖା କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ […]









