ଏହା ଲୋକଙ୍କ ବଜେଟ୍: ନବୀନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଆଜି ବିଧାନସଭାରେ ଉପସ୍ଥାପିତ ବଜେଟ୍ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବଜେଟ୍ ହେଉଛି ଲୋକଙ୍କ ବଜେଟ୍। ଏହା ଲୋକଙ୍କର, ଲୋକମାନଙ୍କ ଦ୍ବାରା ଓ ଲୋକମାନଙ୍କ ପାଇଁ। ଏହା ଓଡ଼ିଶାକୁ ଶୀର୍ଷରେ ପହଞ୍ଚାଇବ। […]









