ଆସନ୍ତା ସପ୍ତାହରୁ ଖରା ବଢ଼ିବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ରହିବ। ମାତ୍ର ପରବର୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରି ଯାଏ […]









