ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ : ରାଜ୍ୟ ସରକାରଙ୍କ ବିଫଳତାକୁ ସାମ୍ନାକୁ ଆଣାଯିବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପୁରୀ : ୨୦୨୪ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ବିଭିନ୍ନ କ୍ଷେତ୍ରରେ ବିଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ବିଜେପିର ବରିଷ୍ଠ ନେତାମାନେ ଦଳୀୟ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଆଜି ଏଠାରେ ଅନୁଷ୍ଠିତ ବିଜେପି ଯୁବମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏହି ଭଳି […]









