ଅଷ୍ଟମ ରାଜ୍ୟ ଓଡ଼ିଆ ଟେଲି ପୁରସ୍କାର: ‘ସରଗମ୍’ ଓ ‘କାଳିଆ କରୁଛି ଲୀଳା’କୁ ଶ୍ରେଷ୍ଠ ପୁରସ୍କାର
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଆଜି ଉତ୍କଳ ମଣ୍ଡପରେ ୨୦୧୯ ମସିହା ପାଇଁ ‘ଅଷ୍ଟମ ରାଜ୍ୟ ଓଡ଼ିଆ ଟେଲି ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ‘ସରଗମ୍’କୁ ଶ୍ରେଷ୍ଠ ଟେଲି […]









