ଜଷ୍ଟିସ୍ ଯଶୱନ୍ତ ସିଂହ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ଯଶୱନ୍ତ ସିଂହଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସୁପ୍ରିମକୋର୍ଟ କଲେଜିୟମ୍ର ସୁପାରିସ ଉପରେ ରାଷ୍ଟ୍ରପତିଙ୍କ ମୋହର ଲାଗିବା ପରେ ଆଜି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ […]









