ଜାଣନ୍ତୁ ‘ପଠାନ’ର ୫ମ ଦିନର ରୋଜଗାର କେତେ; ୫ ଦିନରେ ରେକର୍ଡ କରି ସାରିଲାଣି କିଙ୍ଗ୍ ଖାନ୍ଙ୍କ ଏହି ଫିଲ୍ମ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ମୁମ୍ବାଇ: ବୁଧବାର ରିଲିଜ୍ ହୋଇଥିଲା କିଙ୍ଗ ଖାନ୍ ଶାହରୁଖଙ୍କ ଅଭିନୀତ ଫିଲ୍ମ ‘ପଠାନ’। ଏହି ଫିଲ୍ମର ରିଲିଜକୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଥିବା ବେଳେ ବୁଧବାର ଏହାର ଅନ୍ତ ଘଟିଥିଲା। ରିଲିଜ୍ ପୂର୍ବରୁ ଫିଲ୍ମଟି ଅନେକ ବଡ଼ ବଡ଼ ଫିଲ୍ମର […]









