ହକି ବିଶ୍ବକପ୍: ସେମିରେ ବିଶ୍ବର ୧ ଓ ୨ ନମ୍ବର ଟିମ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ବିଶ୍ବ ମାନ୍ୟତାର ୧ ଓ ୨ ନମ୍ବର ସ୍ଥାନରେ ଥିବା ଅଷ୍ଟ୍ରେଲିଆ ଓ ବେଲ୍ଜିୟମ ପ୍ରଥମ ଦୁଇ ଦଳ ଭାବେ ଚଳିତ ହକି ବିଶ୍ବକପ୍ର ସେମିଫାଇନାଲ୍ ସ୍ଥାନ ପକ୍କା କରିଛନ୍ତି। ମଙ୍ଗଳବାରର କ୍ବାର୍ଟରଫାଇନାଲ୍ରେ ୩ ଥର ବିଜେତା ଅଷ୍ଟ୍ରେଲିଆ ୪-୩ […]









