ସନ୍ଧ୍ୟାରେ ରୟାଲ୍ସ ବନାମ କିଙ୍ଗସ, ଜିତିଲେ ପ୍ଲେ-ଅଫରେ ଏଣ୍ଟ୍ରି କରିବ ରାଜସ୍ଥାନ
ନୂଆଦିଲ୍ଲୀ ୨୦/୦୫: ଚଳିତ ଆଇପିଏଲ୍ର ୬୮ତମ ଲିଗ୍ ମୁକାବିଲାରେ ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଓ ଚେନ୍ନାଇ ସୁପରକିଙ୍ଗ୍ସ । ରୟାଲ୍ସ ପାଇଁ ବିଜୟ ଜରୁରି । ଆଜି ଜିତିଲେ ରୟାଲ୍ସ ତୃତୀୟ ଦଳ ଭାବେ ପ୍ଲେ-ଅଫରେ ପ୍ରବେଶ କରିବ । ବଡ଼ ବ୍ୟବଧାନରେ ପରାଜିତ ହେଲେ ପ୍ଲେ-ଅଫ୍ରେ ପ୍ରବେଶ କରିବା ପାଇଁ ରନ୍ ରେଟ୍ ଓ ଅନ୍ୟ ଦଳର ପ୍ରଦର୍ଶନକୁ ଦେଖିବାକୁ ପଡ଼ିବ । ସୁପରକିଙ୍ଗ୍ସ ପ୍ଲେ- ଅଫ ଦୌଡରୁ ବାଦ ପଡ଼ି ସାରିଛି । […]